Posts
Google ରେ ଓଡ଼ିଆରେ ହିଁ search କରନ୍ତୁ!
ସମସ୍ତ ଓଡ଼ିଆ କ୍ୟାଲେଣ୍ଡର
Facebook ରେ ଯୋଡ଼ନ୍ତୁ
|
Twitter ରେ ଯୋଡ଼ନ୍ତୁ
Important Notice!
Struggling to find your favourite song? Find it easily within “The Smaranika”. Click on search icon (🔍) on top right, to search. Remember, how you search within "The Smaranika" is different from how you search on Google! Know the difference on FAQ page
ଆପଣ ୨୦୨୨ ମସିହାର କ୍ଯାଲେଣ୍ଡର ଦେଖୁଛନ୍ତି । "ଦି ସ୍ମରଣିକା" ପ୍ରକାଶିତ ସମସ୍ତ ଓଡ଼ିଆ କ୍ଯାଲେଣ୍ଡର ଏଇଠି ଦେଖନ୍ତୁ.. ଜାନୁୟାରୀ ୨୦୨୨ ଓଡ଼ିଆ ମାସ : ପୌଷ ୧୭ - ମାଘ ୧୮ Date Day Festival / Holiday 1 Jan Sat New Year ନୂଆବର୍ଷ 8 Jan Sat Dhanuyatra ଧନୁଯାତ୍ରା 12 Jan Wed Shamba Dashami, Swami Vivekananda Jayanti ଶାମ୍ବ ଦଶମୀ, ସ୍ଵାମୀ ବିବେକନାନନ୍ଦ ଜୟନ୍ତୀ 14 Jan Fri Makara Sankranti (Pongal) ମକର ସଙ୍କ୍ରାନ୍ତି (ପୋଙ୍ଗଲ) 17 Jan Mon Debavisheka Purnima ଦେବାଭିଷେକ ପୂର୍ଣ୍ଣିମା 18 Jan Tue Pushyabhisheka ପୁଷ୍ୟାଭିଷେକ 23 Jan Sun Netaji Jayanti, Veer Surendra Sai Jayanti ନେତାଜୀ ଜୟନ୍ତୀ, ବୀର ସୁରେନ୍ଦ୍ର ସାଏ ଜୟନ୍ତୀ 26 Jan Wed Republic Day ସାଧାରଣତନ୍ତ୍ର ଦିବସ 31 Jan Mon Maa Birajanka Janmotsaba ମା ବିରଜାଙ୍କ ଜନ୍ମୋତ୍ସବ ଅମାବାସ୍ୟା: 2, ପୂର୍ଣ୍ଣିମା: 17 ଏକାଦଶୀ: 13 (ପୁତ୍ରଦା), 28 (ଷଟ୍ତିଳା) ବିବାହ: 20, 22, 23, 24, 25, 27 ବ୍ରତୋପନୟନ: 28 ଅଧିକ ତଥ୍ୟ ଦେଖିବାକୁ ଚାହୁଁଛନ୍ତି କି ? ଏଇଠି କ୍ଲିକ୍ କରି ଦେଖନ୍ତୁ ସମ୍ପୂର୍ଣ୍ଣ କୋହେନୂର୍ ପଞ୍ଜିକା ୨୦୨୨, ରାଧାରମଣ ପଞ୍ଜିକା ୨୦୨୨, ଓ ଓଡ଼ିଶା ସରକାରଙ୍କ ବିଜ୍ଞାପିତ କ୍ଯାଲେଣ୍ଡର ୨୦୨୨ । ଫେବୃୟାରୀ ୨୦୨୨ ଓଡ଼ିଆ ମାସ : ...
ଗତ ସପ୍ତାହର "ଦି ସ୍ମରଣିକା" ପାଠକଙ୍କ ଆଦୃତ ଲେଖା ସମୂହ
ଶ୍ରିତ କମଲା କୁଚ ମଣ୍ଡଲ (ମଙ୍ଗଲ ଗୀତମ୍) ଶ୍ରୀ ଜୟଦେବ କୃତ ଗୀତ ଗୋବିନ୍ଦ - Shrita Kamla Kucha Mandala (Mangala Geetam) Shri Jayadev Krita Gita Govinda Lyrics
== ଓଡ଼ିଆ == ଗୀତ : ଶ୍ରିତ କମଲା କୁଚ ମଣ୍ଡଲ ଭାଷା : ସଂସ୍କୃତ ପୋଥି / ପୁସ୍ତକ : ଗୀତ ଗୋବିନ୍ଦ କଣ୍ଠ : ନମିତା ଅଗ୍ରୱାଲ ଗୀତିକାର : ଶ୍ରୀ ଜୟଦେବ ଗୋସ୍ଵାମୀ ସଙ୍ଗୀତ ନିର୍ଦ୍ଦେଶକ : ରାଖାଲ ମହାନ୍ତି ମସିହା : ୨୦୦୬ ଶ୍ରିତ-କମଲା-କୁଚ-ମଣ୍ଡଲ, ଧୃତ-କୁଣ୍ଡଲ କଲିତ-ଲଲିତ-ବନମାଲ, ଜୟ ଜୟ ଦେବ ହରେ ॥୧॥ ଦିନମଣି-ମଣ୍ଡଲ-ମଣ୍ଡନ, ଭବ-ଖଣ୍ଡନ ମୁନିଜନ-ମାନସ-ହଂସ, ଜୟ ଜୟ ଦେବ ହରେ ॥୨॥ କାଲିୟ-ବିଷଧର-ଗଞ୍ଜନ, ଜନ-ରଞ୍ଜନ ୟଦୁକୁଲ-ନଲିନ-ଦିନେଶ, ଜୟ ଜୟ ଦେବ ହରେ ॥୩॥ ମଧୁ-ମୁର-ନରକ-ବିନାଶନ, ଗରୁଡ଼ାସନ ସୁରକୁଲ-କେଲି-ନିଦାନ, ଜୟ ଜୟ ଦେବ ହରେ ॥୪॥ ଅମଲ-କମଲ-ଦଲ-ଲୋଚନ, ଭବ-ମୋଚନ ତ୍ରିଭୁବନ-ଭବନ-ନିଧାନ, ଜୟ ଜୟ ଦେବ ହରେ ॥୫॥ ଜନକ-ସୁତାକୃତ-ଭୂଷଣ, ଜିତ-ଦୂଷଣ ସମର-ଶମିତ-ଦଶକଣ୍ଠ, ଜୟ ଜୟ ଦେବ ହରେ ॥୬॥ ଅଭିନବ-ଜଲଧର-ସୁନ୍ଦର, ଧୃତ-ମନ୍ଦର ଶ୍ରୀମୁଖ-ଚନ୍ଦ୍ର-ଚକୋର, ଜୟ ଜୟ ଦେବ ହରେ ॥୭॥ ତବ ଚରଣେ ପ୍ରଣତାବୟମ୍, ଇତି ଭାବୟ କୁରୁ କୁଶଲଂ ପ୍ରଣତେଷୁ, ଜୟ ଜୟ ଦେବ ହରେ ॥୮॥ ଶ୍ରୀ-ଜୟଦେବ-କବେରିଦଂ, କୁରୁତେ ମୁଦମ୍ ମଙ୍ଗଳମ୍-ଉଜ୍ଜ୍ୱଳ-ଗୀତଂ, ଜୟ ଜୟ ଦେବ ହରେ ॥୯॥ ଇତି ଶ୍ରୀ ଜୟଦେବ ବିରଚିତଂ ମଙ୍ଗଲଗୀତଂ ସମ୍ପୂର୍ଣ୍ଣମ୍ ॥ Note on usage of filler words hey (है), E (ए), Hari (हरि) etc: Numerous artists around the w...
ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି - Sathie Pauti Bhogaru Tumara Kadhita Neini Hari Lyrics
== ଓଡ଼ିଆ == ଭଜନ : ଷାଠିଏ ପଉଟି ଭୋଗରୁ ତୁମର ଭାଷା : ଓଡ଼ିଆ ଆଲବମ : ଭଜନ ଶରଧା କଣ୍ଠ : ଭିକା ରି ବଳ ଗୀତିକାର : ରାଧାନାଥ ଦାସ ସଂଗୀତ ନିର୍ଦ୍ଦେଶକ : ବାଳକୃଷ୍ଣ ଦାସ ମସିହା : ୧୯୮୯ ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି କୁହ ତେବେ କେଉଁ ଅପରାଧେ ମୋତେ କୁହ ତେବେ କେଉଁ ଅପରାଧେ ମୋତେ କଲ ଦାଣ୍ଡର ଭିକାରି କଲ ଦାଣ୍ଡର ଭିକାରି ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି କୁହ ତେବେ କେଉଁ ଅପରାଧେ ମୋତେ କୁହ ତେବେ କେଉଁ ଅପରାଧେ ମୋତେ କଲ ଦାଣ୍ଡର ଭିକାରି କଲ ଦାଣ୍ଡର ଭିକାରି ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି ॥ ଭିକାରି କରିବା ଯେବେ ତୁମ ଇଚ୍ଛା ଭିକାରି କରିବା ଯେବେ ତୁମ ଇଚ୍ଛା ନାହିଁ ମୋ ମନରେ ଦୁଃଖ ସିଂହଦ୍ଵାର ବିନା ଆନ ଦୁଆରକୁ ସିଂହଦ୍ଵାର ବିନା ଆନ ଦୁଆରକୁ ମୁଁ ମାଗି ଯିବି ନାହିଁ ଭିକ ଆହେ ଇଚ୍ଛାମୟ ଇଚ୍ଛାରେ ତୁମରି ଆହେ ଇଚ୍ଛାମୟ ଇଚ୍ଛାରେ ତୁମରି ଦିଅ ମୋର ଥାଳ ଭରି କଲ ଦାଣ୍ଡର ଭିକାରି କଲ ଦାଣ୍ଡର ଭିକାରି ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି ॥୧॥ ଜାଣିଶୁଣି ଯେବେ ଚେଇଁ ଶୋଇଥିବ ପ୍ରଭୁହେ..ପ୍ରଭୁ.. ... ଜାଣିଶୁଣି ଯେବେ ଚେଇଁ ଶୋଇଥିବ ମୁଁ କହିବି କାହାକୁ ଆଉ ଆଉ କାହା ପାଶେ ପତାଇବି ହାତ ତୁମେ ପ୍ରଭୁ ଥାଉ ଥାଉ ଖାଲି ହାତେ ପଛେ ଫେରିଯିବି ପ୍ରଭୁ ଖାଲି ହାତେ...
ତୋ ଆଗରେ କିଛି ଧୂପ ମୋ ଆଗରେ କିଛି ଧୂପ - To Aagare Kichhi Dhupa Mo Aagare Kichhi Dhupa Lyrics
== ଓଡ଼ିଆ == ଭଜନ : ତୋ ଆଗରେ କିଛି ଧୂପ ମୋ ଆଗରେ କିଛି ଧୂପ ଭାଷା : ଓଡ଼ିଆ ଆଲବମ : ମୟୂର ଚନ୍ଦ୍ରିକା କଣ୍ଠ : ସୋନୁ ନିଗମ ଗୀତିକାର : ଶ୍ରୀକାନ୍ତ ଗୌତମ ସଂଗୀତ ନିର୍ଦ୍ଦେଶକ : ସରୋଜ ନନ୍ଦ ଲେବେଲ : ଟି ସିରିଜ୍ ମସିହା : ୧୯୯୪ ତୋ ଆଗରେ କିଛି ଧୂପ, ମୋ ଆଗରେ କିଛି ଧୂପ ତୋ ଦେହରେ କିଛି ଫୁଲ, ମୋ ଦେହରେ କିଛି ଫୁଲ ତୋ ପାଇଁ ଦୀପ ଟିଏ, ମୋ ପାଇଁ ଦୀପ ଟିଏ ତୋ ବେକରେ ମାଳ ଟିଏ, ମୋ ବେକରେ ମାଳ ଟିଏ ତୁ ବଡ଼ ଦାଣ୍ଡେ ଯିବୁ, ମୁଁ ବଡ଼ ଦାଣ୍ଡେ ଯିବୁ ତତେ ଟାଣି ଟାଣି ନେବେ, ମୋତେ ବୋହି ବୋହି ନେବେ ନନ୍ଦିଘୋଷରେ ତୁ ଯିବୁ, ମୁଁ ଯେ କୋକେଇରେ ଯିବି ଶ୍ରୀଗୁଣ୍ଡିଚାକୁ ତୁ ଯିବୁ, ମୁଁ ଯେ ସ୍ଵର୍ଗଦ୍ଵାର ଯିବି ନନ୍ଦିଘୋଷରେ ତୁ ଯିବୁ, ମୁଁ ଯେ କୋକେଇରେ ଯିବି ଶ୍ରୀଗୁଣ୍ଡିଚାକୁ ତୁ ଯିବୁ, ମୁଁ ଯେ ସ୍ଵର୍ଗଦ୍ଵାର ଯିବି କାଳିଆ...ରେ କାଳିଆ...କାଳିଆ... ॥୧॥ ତୋ ଆଗେ ହରିବୋଲ, ମୋ ଆଗେ ରାମ ନାମ ତୋ ଦେହେ ପାଟ ଲୁଗା, ମୋ ଦେହେ ଧଳା ଲୁଗା ତୋ ଆଗେ ହରିବୋଲ, ମୋ ଆଗେ ରାମ ନାମ ତୋ ଦେହେ ପାଟ ଲୁଗା, ମୋ ଦେହେ ଧଳା ଲୁଗା ତୋ ମଥାରେ ସିନ୍ଦୁର, ମୋ ମଥାରେ ଅଭିର ତୁ ବସି ବସି ଯିବୁ, ମୁଁ ଶୋଇ ଶୋଇ ଯିବି ତୁ ହାତେ ହାତେ ଯିବୁ, ମୁଁ କାନ୍ଧେ କାନ୍ଧେ ଯିବି ତୁ ଆଖି ମେଲି ଥିବୁ, ମୁଁ ଆଖି ବୁଜିଥିବି ତୁ ସଭିଙ୍କୁ ଦେଖୁଥିବୁ, ମୁଁ ଦେଖି ନପାରିବି ନନ୍ଦିଘୋଷରେ ତୁ ଯିବୁ, ମୁ...
କାଳିଜାଈରେ ସନ୍ଧ୍ୟା - Kalijaire Sandhya Kabita Lyrics
== ଓଡ଼ିଆ == କବିତା : କାଳିଜାଈରେ ସନ୍ଧ୍ୟା ଗୀତିକାର : ଡମ୍ବରୁଧର ପରିଡ଼ା କାତ ଧରି ଧୀରେ ନାଉରି ନାଆ ଦେଇଛି ମେଲି, ଉତ୍ତରା ପବନ ଆଗକୁ ଦିଏ ତଲେଇ ଠେଲି ॥ ନାଚି ନାଚି ଚାଲେ ତରଣୀ ନାଚେ ଶତ ତରଙ୍ଗ, ଉଡି ଆସି ଜଳେ ଭାସନ୍ତି କାହିଁ କେତେ ବିହଙ୍ଗ ॥ ହଂସ ହଂସରାଳୀ ଖେଳନ୍ତି ଢେଉ ଦୋଳିରେ ଖେଳ, ଆସିଲାଣି ଖରା ମଉଳି ଛାଇ ଲେଉଟା ବେଳ ॥ ମାଛରଙ୍କା ପକ୍ଷୀ ଉଡ଼ଇ ଡେଣା ଝାଡ଼ି ଆକାଶେ, ଲକ୍ଷ୍ୟ ରଖି ଜଳେ ବୁଡ଼ଇ ମୀନ ଧରିବା ଆଶେ ॥ ଚାହୁଁ ଚାହୁଁ ଯାଇ ଗଭୀର ଜଳେ ପଡିଲା ନାଆ, ଅକାତ ପାଣି ସେ ଗଣ୍ଡରେ କାଳିଜାଈ ତା ନାଆଁ ॥ କାତ ରଖି ନାବେ ନାଉରି ନେଲା ଆହୁଲା କରେ, ମା କାଳିଜାଈ ସୁମରି ମଙ୍ଗ ସଳଖି ଧରେ ॥ ନୀଳ ଊର୍ମିମାଳା ଉଠଇ ବହେ ପବନ ଖର, ଛିଟିକି ପଡ଼ଇ ନାଆରେ ପାଣି ଥରକୁ ଥର ॥ ନାଆ ପାଶେ ଖେଳେ ମଗର ବୁଡ଼ି ଛଟକି ଉଠେ, ଖେଳେ ଶିଶୁମାର ଶାଙ୍କୁଚ ପୁଣି ଲାଙ୍ଗୁଡ଼ ପିଟେ ॥ ପାରି ହୋଇ ଗଣ୍ଡ ବିଷମ ନାଆ ଲାଗିଲା କୂଳେ, ସୁଷମା ନିରେଖି ଉଠିଲା ଶ୍ୟାମ ଶଇଳ ଚୁଳେ ॥ ବୁଡ଼ି ଯାଉଥିଲେ ସବିତା ଦୂର ଭାଲେରି ଶିଖେ, ଉଡ଼ି ଆସୁଥିଲେ ବିହଙ୍ଗେ ସୁଖେ ଜଟିଆ ମୁଖେ ॥ ଅସ୍ତଗାମୀ ରବି କିରଣ ପଡ଼ି ଚିଲିକା ଜଳେ, ଦିଶଇ ପ୍ରବାଳ ବରଣ ଶୋଭା ବଚନ ବଳେ ॥ ଚଢେଇଗୁହାର ଶିଖକୁ ଚାହିଁ ଉଡ଼ଇ ଏରା, ଲୋହିତ ଧବଳ ପକ୍ଷରେ କେଡ଼େ ଦିଶଇ ତୋରା ॥ ଭାଲେରୀ ପାହାଡ଼ ଉହାଡ଼େ ଲୁଚି ଗଲେଣି ରବି, ପଶ୍ଚିମ ଆକାଶେ ଝଟକେ ...
ନିଦ ମାଉସୀ ଦେ ଆଉଁସି ଜଗନ ଆଖି ମୋର - Nida Mausi De Aanusi Jagana Aakhi Mora Lyrics
== ଓଡ଼ିଆ == ଗୀତ : ନିଦ ମାଉସୀ ଦେ ଆଉଁସି ଭାଷା : ଓଡ଼ିଆ ଚଳଚିତ୍ର : ପୁଅ ମୋର କଳା ଠାକୁର କଣ୍ଠ : କବିତା କୃଷ୍ଣମୂର୍ତ୍ତି ଗୀତିକାର : ଦେବଦାସ ଛୋଟରାୟ, ଶୀର୍ଷାନନ୍ଦ ଦାସ କାନୁନଗୋ ସଙ୍ଗୀତ ନିର୍ଦ୍ଦେଶକ : ଅକ୍ଷୟ ମହାନ୍ତି ମସିହା : ୧୯୮୮ ଉଁ..ଉଁଉଁ.. ଉଁଉଁଉଁ.. ନିଦ ମାଉସୀ ଦେ ଆଉଁସି ଜଗନ ଆଖି ମୋର ନିଦ ମାଉସୀ ଦେ ଆଉଁସି ଜଗନ ଆଖି ମୋର ଚାହିଁ ଚାହିଁ ମୋ ଜୀବନ ଯାଉ ଚକା ଆଖି କୁ ତାର ଚାହିଁ ଚାହିଁ ମୋ ଜୀବନ ଯାଉ ଚକା ଆଖି କୁ ତାର ନିଦ ମାଉସୀ ଦେ ଆଉଁସି ନିଦ ମାଉସୀ ଦେ ଆଉଁସି ନିଦ ମାଉସୀ ଦେ ଆଉଁସି ନିଦ ମାଉସୀ ଦେ ଆଉଁସି ॥ ତତେ ମୁଁ ପାଇ କାଳିଆସୁନା ଭୁଲିଚି ସବୁ ଦୁଃଖ ଯାତନା ତତେ ମୁଁ ପାଇ କାଳିଆସୁନା ଭୁଲିଚି ସବୁ ଦୁଃଖ ଯାତନା କେମିତି ଧନ କହିବି ତତେ ମା ମନରେ ଗରବ କେତେ ନିଜଠୁ ବଳି ନିଜର ଆଜି ତୁହିତ ଏକା ମୋର ନିଜଠୁ ବଳି ନିଜର ଆଜି ତୁହିତ ଏକା ମୋର ତୋହରି ହସ ତୋହରି ଖୁସି ମୋର ସରଗପୁର ତୋହରି ହସ ତୋହରି ଖୁସି ମୋର ସରଗପୁର ହସ ତୋହର ଖୁସି ମୋହର ହସ ତୋହର ଖୁସି ମୋହର ହସ ତୋହର ଖୁସି ମୋହର ହସ ତୋହର ଖୁସି ମୋହର ॥୧॥ ଆଖି ଆଗରୁ ଦୂରେଇ ଗଲେ ମୋ ଧନମଣି ଡରିବୁ କାଳେ ଆଖି ଆଗରୁ ଦୂରେଇ ଗଲେ ମୋ ଧନମଣି ଡରିବୁ କାଳେ ପାଖରୁ ଜମା ଛାଡ଼ିବି ନାହିଁ କାନିରେ ବାନ୍ଧି ରଖିବି ମୁହିଁ ତୋ ପାଇଁ ଗଲେ ଜୀବନ ଯାଉ ନ...
ନିକଟରେ ମିଳିଥିବା ମନ୍ତବ୍ୟ ସବୁ
Anonymous commented on abadha muthie mote lyrics odia: “ବହୁତ ସୁନ୍ଦର। ହୃଦୟରୁ ଧନ୍ୟବାଦ ଜଣାଉଛି । 🙏🙏🙏🙏”
The Smaranika commented on aama ghara ei gharatire lyrics odia: “ଆପଣଙ୍କ ମନ୍ତବ୍ୟ ପଢ଼ି ଖୁସି ହେଲୁ । ଅଶେଷ ଧନ୍ୟବାଦ ।- ଦି ସ୍ମରଣିକା ଟିମ୍”
Anonymous commented on aama ghara ei gharatire lyrics odia: “Thank you the smaranika pila dinara smruti ”
The Smaranika commented on jeun hata karuthai papa lyrics odia: “ଏହି ମୂଲ୍ଯବାନ ମନ୍ତବ୍ୟ ପାଇଁ ଅଶେଷ ଧନ୍ୟବାଦ ଜଣାଉଛୁ ।- "ଦି ସ୍ମରଣିକା" ଟିମ୍”
Anonymous commented on jeun hata karuthai papa lyrics odia: “Thanks for the lyrics...God bless you.”
The Smaranika commented on gachha o kathuria raha are lyrics odia: “ମନ୍ତବ୍ୟ ପାଇଁ ଅଶେଷ ଧନ୍ୟବାଦ ଜଣାଉଛୁ ।- "ଦି ସ୍ମରଣିକା" ଟିମ୍”
Anonymous commented on gachha o kathuria raha are lyrics odia: “Beautiful ”
The Smaranika commented on mo prabhu jagannatha se lyrics odia: “ମତାମତ ପାଇଁ ଧନ୍ୟବାଦ ।- ଦି ସ୍ମରଣିକା ଟିମ୍”
The Smaranika commented on aama ghara ei gharatire lyrics odia: “ଆପଣଙ୍କ ମନ୍ତବ୍ୟ ପଢ଼ି ଖୁସି ହେଲୁ । ଅଶେଷ ଧନ୍ୟବାଦ ।- ଦି ସ୍ମରଣିକା ଟିମ୍”
Anonymous commented on aama ghara ei gharatire lyrics odia: “Thank you the smaranika pila dinara smruti ”
The Smaranika commented on jeun hata karuthai papa lyrics odia: “ଏହି ମୂଲ୍ଯବାନ ମନ୍ତବ୍ୟ ପାଇଁ ଅଶେଷ ଧନ୍ୟବାଦ ଜଣାଉଛୁ ।- "ଦି ସ୍ମରଣିକା" ଟିମ୍”
Anonymous commented on jeun hata karuthai papa lyrics odia: “Thanks for the lyrics...God bless you.”
The Smaranika commented on gachha o kathuria raha are lyrics odia: “ମନ୍ତବ୍ୟ ପାଇଁ ଅଶେଷ ଧନ୍ୟବାଦ ଜଣାଉଛୁ ।- "ଦି ସ୍ମରଣିକା" ଟିମ୍”
Anonymous commented on gachha o kathuria raha are lyrics odia: “Beautiful ”
The Smaranika commented on mo prabhu jagannatha se lyrics odia: “ମତାମତ ପାଇଁ ଧନ୍ୟବାଦ ।- ଦି ସ୍ମରଣିକା ଟିମ୍”