Posts
Showing posts from 2021
Google ରେ ଓଡ଼ିଆରେ ହିଁ search କରନ୍ତୁ!
ସମସ୍ତ ଓଡ଼ିଆ କ୍ୟାଲେଣ୍ଡର
Facebook ରେ ଯୋଡ଼ନ୍ତୁ
|
Twitter ରେ ଯୋଡ଼ନ୍ତୁ
Important Notice!
Struggling to find your favourite song? Find it easily within “The Smaranika”. Click on search icon (🔍) on top right, to search. Remember, how you search within "The Smaranika" is different from how you search on Google! Know the difference on FAQ page
ଆପଣ ୨୦୨୨ ମସିହାର କ୍ଯାଲେଣ୍ଡର ଦେଖୁଛନ୍ତି । "ଦି ସ୍ମରଣିକା" ପ୍ରକାଶିତ ସମସ୍ତ ଓଡ଼ିଆ କ୍ଯାଲେଣ୍ଡର ଏଇଠି ଦେଖନ୍ତୁ.. ଜାନୁୟାରୀ ୨୦୨୨ ଓଡ଼ିଆ ମାସ : ପୌଷ ୧୭ - ମାଘ ୧୮ Date Day Festival / Holiday 1 Jan Sat New Year ନୂଆବର୍ଷ 8 Jan Sat Dhanuyatra ଧନୁଯାତ୍ରା 12 Jan Wed Shamba Dashami, Swami Vivekananda Jayanti ଶାମ୍ବ ଦଶମୀ, ସ୍ଵାମୀ ବିବେକନାନନ୍ଦ ଜୟନ୍ତୀ 14 Jan Fri Makara Sankranti (Pongal) ମକର ସଙ୍କ୍ରାନ୍ତି (ପୋଙ୍ଗଲ) 17 Jan Mon Debavisheka Purnima ଦେବାଭିଷେକ ପୂର୍ଣ୍ଣିମା 18 Jan Tue Pushyabhisheka ପୁଷ୍ୟାଭିଷେକ 23 Jan Sun Netaji Jayanti, Veer Surendra Sai Jayanti ନେତାଜୀ ଜୟନ୍ତୀ, ବୀର ସୁରେନ୍ଦ୍ର ସାଏ ଜୟନ୍ତୀ 26 Jan Wed Republic Day ସାଧାରଣତନ୍ତ୍ର ଦିବସ 31 Jan Mon Maa Birajanka Janmotsaba ମା ବିରଜାଙ୍କ ଜନ୍ମୋତ୍ସବ ଅମାବାସ୍ୟା: 2, ପୂର୍ଣ୍ଣିମା: 17 ଏକାଦଶୀ: 13 (ପୁତ୍ରଦା), 28 (ଷଟ୍ତିଳା) ବିବାହ: 20, 22, 23, 24, 25, 27 ବ୍ରତୋପନୟନ: 28 ଅଧିକ ତଥ୍ୟ ଦେଖିବାକୁ ଚାହୁଁଛନ୍ତି କି ? ଏଇଠି କ୍ଲିକ୍ କରି ଦେଖନ୍ତୁ ସମ୍ପୂର୍ଣ୍ଣ କୋହେନୂର୍ ପଞ୍ଜିକା ୨୦୨୨, ରାଧାରମଣ ପଞ୍ଜିକା ୨୦୨୨, ଓ ଓଡ଼ିଶା ସରକାରଙ୍କ ବିଜ୍ଞାପିତ କ୍ଯାଲେଣ୍ଡର ୨୦୨୨ । ଫେବୃୟାରୀ ୨୦୨୨ ଓଡ଼ିଆ ମାସ : ...
ଗତ ସପ୍ତାହର "ଦି ସ୍ମରଣିକା" ପାଠକଙ୍କ ଆଦୃତ ଲେଖା ସମୂହ
== ଓଡ଼ିଆ == ଶ୍ଳୋକ : ଦାମୋଦର ଅଷ୍ଟକଂ, ପଦ୍ମପୁରାଣ ଭାଷା : ସଂସ୍କୃତ ଗୀତିକାର : ବ୍ୟାସଦେବ ନମାମିଶ୍ଵରଂ ସଚ୍ଚିଦାନନ୍ଦ ରୂପମ୍ ଲସତ୍ କୁଣ୍ଡଲଂ ଗୋକୁଲେ ଭ୍ରାଜମାନମ୍ ୟଶୋଦା ଭିୟୋଲୁଖଲାଦ୍ ଧାବମାନଂ ପରାମୃଷ୍ଟମ୍ ଅତ୍ୟନ୍ତତୋ ଦୃତ୍ୟ ଗୋପ୍ୟା ॥ ୧ ॥ ରୁଦନ୍ତଂ ମୁହୁର୍ ନେତ୍ର ୟୁଗ୍ମଂ ମୃଜନ୍ତମ୍ କରାମ୍ଭୋଜ ୟୁଗ୍ମେନ ସାତଙ୍କ ନେତ୍ରମ୍ ମୁହୁଃ ଶ୍ଵାସ କମ୍ପ ତ୍ରିରେଖାଙ୍କ କଣ୍ଠ ସ୍ଥିତ ଗ୍ରୈବଂ ଦାମୋଦରଂ ଭକ୍ତି ବଦ୍ଧମ୍ ॥ ୨ ॥ ଇତିଦୃକ୍ ସ୍ଵଲୀଲାଭିର୍ ଆନନ୍ଦ କୁଣ୍ଡେ ସ୍ଵଘୋଷମ୍ ନିମଜ୍ଜନ୍ତମ୍ ଆଖ୍ୟାପୟନ୍ତମ୍ ତଦୀୟେଷିତ ଜ୍ଞେଷୁ ଭକ୍ତୈର୍ ଜିତତ୍ବଂ ପୁନଃ ପ୍ରେମତସ୍ ତଂ ଶତାବୃତ୍ତି ବନ୍ଦେ ॥ ୩ ॥ ବରଂ ଦେବ ମୋକ୍ଷଂ ନ ମୋକ୍ଷାବଧିଂ ବା ନ ଚାନ୍ୟମ୍ ବୃଣେ ‘ହଂ ବରେଷାଦ୍ ଅପିହ ଇଦଂ ତେ ବପୁର୍ ନାଥ ଗୋପାଲ ବାଲଂ ସଦା ମେ ମନସ୍ୟାବିରାସ୍ତାଂ କିମ୍ ଅନୈଃ ॥ ୪ ॥ ଇଦଂ ତେ ମୁଖାମ୍ଭୋଜମ୍ ଅତ୍ୟନ୍ତ ନୀଲୈର୍ ବୃତଂ କୁନ୍ତଲୈଃ ସ୍ନିଗ୍ଧ ରକ୍ତୈଶ୍ଚ ଗୋପ୍ୟା ମୁହୁଶ୍ ଚୁମ୍ବିତଂ ବିମ୍ବ ରକ୍ତାଧରଂ ମେ ମନସ୍ୟାବିରାସ୍ତାମଲଂ ଲକ୍ଷ ଲାଭୈଃ ॥ ୫ ॥ ନମୋ ଦେବ ଦାମୋଦରାନନ୍ତ ବିଷ୍ଣୋ ପ୍ରସୀଦ ପ୍ରଭୋ ଦୁଃଖ ଜାଲାବ୍ଦ୍ଧି ମଗ୍ନମ୍ କୃପା ଦୃଷ୍ଟି ବୃଷ୍ଟ୍ଯାତି ଦୀନଂବତାନୁ ଗୃହାଣେସ ମାମଜ୍ଞମ୍ ଏଧ୍ୟକ୍ଷି ଦୃଶ୍ୟହଃ ॥ ୬ ॥ କୁବେରାତ୍ମଜୌ ବଦ୍ଧ ମୂର୍ତୈବ ୟବ୍ଦତ୍ ତ୍ଵୟା ମୋଚିତୌ ଭକ୍ତି ଭାଜୌ କୃତୌ ଚ ତଥା ପ୍ର...
ଶ୍ରିତ କମଲା କୁଚ ମଣ୍ଡଲ (ମଙ୍ଗଲ ଗୀତମ୍) ଶ୍ରୀ ଜୟଦେବ କୃତ ଗୀତ ଗୋବିନ୍ଦ - Shrita Kamla Kucha Mandala (Mangala Geetam) Shri Jayadev Krita Gita Govinda Lyrics
== ଓଡ଼ିଆ == ଗୀତ : ଶ୍ରିତ କମଲା କୁଚ ମଣ୍ଡଲ ଭାଷା : ସଂସ୍କୃତ ପୋଥି / ପୁସ୍ତକ : ଗୀତ ଗୋବିନ୍ଦ କଣ୍ଠ : ନମିତା ଅଗ୍ରୱାଲ ଗୀତିକାର : ଶ୍ରୀ ଜୟଦେବ ଗୋସ୍ଵାମୀ ସଙ୍ଗୀତ ନିର୍ଦ୍ଦେଶକ : ରାଖାଲ ମହାନ୍ତି ମସିହା : ୨୦୦୬ ଶ୍ରିତ-କମଲା-କୁଚ-ମଣ୍ଡଲ, ଧୃତ-କୁଣ୍ଡଲ କଲିତ-ଲଲିତ-ବନମାଲ, ଜୟ ଜୟ ଦେବ ହରେ ॥୧॥ ଦିନମଣି-ମଣ୍ଡଲ-ମଣ୍ଡନ, ଭବ-ଖଣ୍ଡନ ମୁନିଜନ-ମାନସ-ହଂସ, ଜୟ ଜୟ ଦେବ ହରେ ॥୨॥ କାଲିୟ-ବିଷଧର-ଗଞ୍ଜନ, ଜନ-ରଞ୍ଜନ ୟଦୁକୁଲ-ନଲିନ-ଦିନେଶ, ଜୟ ଜୟ ଦେବ ହରେ ॥୩॥ ମଧୁ-ମୁର-ନରକ-ବିନାଶନ, ଗରୁଡ଼ାସନ ସୁରକୁଲ-କେଲି-ନିଦାନ, ଜୟ ଜୟ ଦେବ ହରେ ॥୪॥ ଅମଲ-କମଲ-ଦଲ-ଲୋଚନ, ଭବ-ମୋଚନ ତ୍ରିଭୁବନ-ଭବନ-ନିଧାନ, ଜୟ ଜୟ ଦେବ ହରେ ॥୫॥ ଜନକ-ସୁତାକୃତ-ଭୂଷଣ, ଜିତ-ଦୂଷଣ ସମର-ଶମିତ-ଦଶକଣ୍ଠ, ଜୟ ଜୟ ଦେବ ହରେ ॥୬॥ ଅଭିନବ-ଜଲଧର-ସୁନ୍ଦର, ଧୃତ-ମନ୍ଦର ଶ୍ରୀମୁଖ-ଚନ୍ଦ୍ର-ଚକୋର, ଜୟ ଜୟ ଦେବ ହରେ ॥୭॥ ତବ ଚରଣେ ପ୍ରଣତାବୟମ୍, ଇତି ଭାବୟ କୁରୁ କୁଶଲଂ ପ୍ରଣତେଷୁ, ଜୟ ଜୟ ଦେବ ହରେ ॥୮॥ ଶ୍ରୀ-ଜୟଦେବ-କବେରିଦଂ, କୁରୁତେ ମୁଦମ୍ ମଙ୍ଗଳମ୍-ଉଜ୍ଜ୍ୱଳ-ଗୀତଂ, ଜୟ ଜୟ ଦେବ ହରେ ॥୯॥ ଇତି ଶ୍ରୀ ଜୟଦେବ ବିରଚିତଂ ମଙ୍ଗଲଗୀତଂ ସମ୍ପୂର୍ଣ୍ଣମ୍ ॥ Note on usage of filler words hey (है), E (ए), Hari (हरि) etc: Numerous artists around the w...
ଉଠ କଙ୍କାଳ, ଛିଡ଼ୁ ଶୃଙ୍ଖଳ, ଜାଗ ଦୁର୍ବଳ ଆଜି - Utha Kankala, Chhidu Shrunkhala, Jaga Durbala Aaji Lyrics
== ଓଡ଼ିଆ == ଗୀତ : ଉଠ କଙ୍କାଳ, ଛିଡ଼ୁ ଶୃଙ୍ଖଳ, ଜାଗ ଦୁର୍ବଳ ଆଜି ଭାଷା : ଓଡ଼ିଆ କଣ୍ଠ : ଲକ୍ଷ୍ମୀକାନ୍ତ ପାଲିତ ଗୀତିକାର : ଗୋଦାବରୀଶ ମହାପାତ୍ର ସଂଗୀତ ନିର୍ଦ୍ଦେଶକ : ଲକ୍ଷ୍ମୀକାନ୍ତ ପାଲିତ ଦୁର୍ଗମ ଗିରି ଦୁର୍ଗ ପ୍ରାଚୀର ଜୀର୍ଣ୍ଣ ଦୁଆରେ ବସି, ଡାକେ ତାନ୍ତ୍ରିକ ମନ୍ତ୍ର ସାଧନେ ଜାଗ୍ରତ ପୁରବାସୀ ! ପୃଥ୍ଵୀ ବିଦାରି ବାରବାଟୀ ମଡ଼ା ଉଠ ଉଠ ଚଞ୍ଚଳ, ଖୋରଧାର ଶତ ସରଦାର ଶିର କର ଉନ୍ନତତର ! ଉଠ କଙ୍କାଳ, ଛିଡ଼ୁ ଶୃଙ୍ଖଳ, ଜାଗ ଦୁର୍ବଳ ଆଜି, ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ॥୧॥ ମେଘାସନ ତଳ ମନ୍ଦ୍ର-ନିନାଦ ବାଜେ ଫୁଲଝର ବୁକେ, ରାଇବଣିଆର ରଣ ସଙ୍ଗୀତ ଗଞ୍ଜାମ ପଥେ ଡାକେ । ସିଂଭୂମ କହେ ମରଣ ଦୁଆରେ ବିଶାଖାପାଟଣା ଚାହିଁ, ସନ୍ତାନ ମୁଖେ, ଶମଶାନ ବୁକେ ପ୍ରାଣ ସଙ୍କେତ ନାହିଁ । ଉଠ ଦୁର୍ବଳ, ଜାଗ କଙ୍କାଳ, ଛିଡ଼ୁ ଶୃଙ୍ଖଳ ଆଜି, ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ॥୨॥ ଚିର ବନ୍ଦିତା ବନ୍ଦିନୀ ମାଆ ବନ୍ଧନ ଫେଇବାରେ, ସମ୍ବଲପୁର ସମ୍ବଳ ବୀର ଦମ୍ଭ କି ନାହିଁ ଧରେ ? ଗଙ୍ଗା ଧୋଇଲା ଚିକୁର ଯାହାର, କୃଷ୍ଣା ଚରଣ ତଳ, ଶମଶାନ ଆଜି ମଡ଼ାଦେଶ ଆଜି, ଏହି ସେ ଉତ୍କଳ । ଜାଗ ଦୁର୍ବଳ, ଛିଡ଼ୁ ଶୃଙ୍ଖଳ, ଉଠ କଙ୍କାଳ ଆଜି, ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ॥୩॥ ନିଜାମ ଭୁବନେ କଳବର୍ଗର ଅର୍ଗଳ ଏଡ଼ି ଦିନେ, ଗଜପତି ବୀର ‘ବେରାର’ ଭେଦିଲା ଜୟ ଗୌରବ ଗାନେ । ଦୁର୍ବାର ଗଡ଼,...
ତୋ ଆଗରେ କିଛି ଧୂପ ମୋ ଆଗରେ କିଛି ଧୂପ - To Aagare Kichhi Dhupa Mo Aagare Kichhi Dhupa Lyrics
== ଓଡ଼ିଆ == ଭଜନ : ତୋ ଆଗରେ କିଛି ଧୂପ ମୋ ଆଗରେ କିଛି ଧୂପ ଭାଷା : ଓଡ଼ିଆ ଆଲବମ : ମୟୂର ଚନ୍ଦ୍ରିକା କଣ୍ଠ : ସୋନୁ ନିଗମ ଗୀତିକାର : ଶ୍ରୀକାନ୍ତ ଗୌତମ ସଂଗୀତ ନିର୍ଦ୍ଦେଶକ : ସରୋଜ ନନ୍ଦ ଲେବେଲ : ଟି ସିରିଜ୍ ମସିହା : ୧୯୯୪ ତୋ ଆଗରେ କିଛି ଧୂପ, ମୋ ଆଗରେ କିଛି ଧୂପ ତୋ ଦେହରେ କିଛି ଫୁଲ, ମୋ ଦେହରେ କିଛି ଫୁଲ ତୋ ପାଇଁ ଦୀପ ଟିଏ, ମୋ ପାଇଁ ଦୀପ ଟିଏ ତୋ ବେକରେ ମାଳ ଟିଏ, ମୋ ବେକରେ ମାଳ ଟିଏ ତୁ ବଡ଼ ଦାଣ୍ଡେ ଯିବୁ, ମୁଁ ବଡ଼ ଦାଣ୍ଡେ ଯିବୁ ତତେ ଟାଣି ଟାଣି ନେବେ, ମୋତେ ବୋହି ବୋହି ନେବେ ନନ୍ଦିଘୋଷରେ ତୁ ଯିବୁ, ମୁଁ ଯେ କୋକେଇରେ ଯିବି ଶ୍ରୀଗୁଣ୍ଡିଚାକୁ ତୁ ଯିବୁ, ମୁଁ ଯେ ସ୍ଵର୍ଗଦ୍ଵାର ଯିବି ନନ୍ଦିଘୋଷରେ ତୁ ଯିବୁ, ମୁଁ ଯେ କୋକେଇରେ ଯିବି ଶ୍ରୀଗୁଣ୍ଡିଚାକୁ ତୁ ଯିବୁ, ମୁଁ ଯେ ସ୍ଵର୍ଗଦ୍ଵାର ଯିବି କାଳିଆ...ରେ କାଳିଆ...କାଳିଆ... ॥୧॥ ତୋ ଆଗେ ହରିବୋଲ, ମୋ ଆଗେ ରାମ ନାମ ତୋ ଦେହେ ପାଟ ଲୁଗା, ମୋ ଦେହେ ଧଳା ଲୁଗା ତୋ ଆଗେ ହରିବୋଲ, ମୋ ଆଗେ ରାମ ନାମ ତୋ ଦେହେ ପାଟ ଲୁଗା, ମୋ ଦେହେ ଧଳା ଲୁଗା ତୋ ମଥାରେ ସିନ୍ଦୁର, ମୋ ମଥାରେ ଅଭିର ତୁ ବସି ବସି ଯିବୁ, ମୁଁ ଶୋଇ ଶୋଇ ଯିବି ତୁ ହାତେ ହାତେ ଯିବୁ, ମୁଁ କାନ୍ଧେ କାନ୍ଧେ ଯିବି ତୁ ଆଖି ମେଲି ଥିବୁ, ମୁଁ ଆଖି ବୁଜିଥିବି ତୁ ସଭିଙ୍କୁ ଦେଖୁଥିବୁ, ମୁଁ ଦେଖି ନପାରିବି ନନ୍ଦିଘୋଷରେ ତୁ ଯିବୁ, ମୁ...
ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି - Sathie Pauti Bhogaru Tumara Kadhita Neini Hari Lyrics
== ଓଡ଼ିଆ == ଭଜନ : ଷାଠିଏ ପଉଟି ଭୋଗରୁ ତୁମର ଭାଷା : ଓଡ଼ିଆ ଆଲବମ : ଭଜନ ଶରଧା କଣ୍ଠ : ଭିକା ରି ବଳ ଗୀତିକାର : ରାଧାନାଥ ଦାସ ସଂଗୀତ ନିର୍ଦ୍ଦେଶକ : ବାଳକୃଷ୍ଣ ଦାସ ମସିହା : ୧୯୮୯ ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି କୁହ ତେବେ କେଉଁ ଅପରାଧେ ମୋତେ କୁହ ତେବେ କେଉଁ ଅପରାଧେ ମୋତେ କଲ ଦାଣ୍ଡର ଭିକାରି କଲ ଦାଣ୍ଡର ଭିକାରି ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି କୁହ ତେବେ କେଉଁ ଅପରାଧେ ମୋତେ କୁହ ତେବେ କେଉଁ ଅପରାଧେ ମୋତେ କଲ ଦାଣ୍ଡର ଭିକାରି କଲ ଦାଣ୍ଡର ଭିକାରି ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି ॥ ଭିକାରି କରିବା ଯେବେ ତୁମ ଇଚ୍ଛା ଭିକାରି କରିବା ଯେବେ ତୁମ ଇଚ୍ଛା ନାହିଁ ମୋ ମନରେ ଦୁଃଖ ସିଂହଦ୍ଵାର ବିନା ଆନ ଦୁଆରକୁ ସିଂହଦ୍ଵାର ବିନା ଆନ ଦୁଆରକୁ ମୁଁ ମାଗି ଯିବି ନାହିଁ ଭିକ ଆହେ ଇଚ୍ଛାମୟ ଇଚ୍ଛାରେ ତୁମରି ଆହେ ଇଚ୍ଛାମୟ ଇଚ୍ଛାରେ ତୁମରି ଦିଅ ମୋର ଥାଳ ଭରି କଲ ଦାଣ୍ଡର ଭିକାରି କଲ ଦାଣ୍ଡର ଭିକାରି ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି ॥୧॥ ଜାଣିଶୁଣି ଯେବେ ଚେଇଁ ଶୋଇଥିବ ପ୍ରଭୁହେ..ପ୍ରଭୁ.. ... ଜାଣିଶୁଣି ଯେବେ ଚେଇଁ ଶୋଇଥିବ ମୁଁ କହିବି କାହାକୁ ଆଉ ଆଉ କାହା ପାଶେ ପତାଇବି ହାତ ତୁମେ ପ୍ରଭୁ ଥାଉ ଥାଉ ଖାଲି ହାତେ ପଛେ ଫେରିଯିବି ପ୍ରଭୁ ଖାଲି ହାତେ...