Posts
Showing posts with the label ରାଧାକାନ୍ତ ନନ୍ଦ
Google ରେ ଓଡ଼ିଆରେ ହିଁ search କରନ୍ତୁ!
ସମସ୍ତ ଓଡ଼ିଆ କ୍ୟାଲେଣ୍ଡର
Facebook ରେ ଯୋଡ଼ନ୍ତୁ
|
Twitter ରେ ଯୋଡ଼ନ୍ତୁ
Important Notice!
Struggling to find your favourite song? Find it easily within “The Smaranika”. Click on search icon (🔍) on top right, to search. Remember, how you search within "The Smaranika" is different from how you search on Google! Know the difference on FAQ page
ନୂଆ ଗୀତ ପଢ଼ନ୍ତୁ ଏଇଠି ➨ Smaranika.in ରେ
== ଓଡ଼ିଆ == ଭଜନ : ଆଲୋ ଲଳିତା ଲବଙ୍ଗଲତା ଭାଷା : ଓଡ଼ିଆ ଆଲବମ : ତାରିଣୀ କୃପା କଣ୍ଠ : ସୁବାସ ଦାସ ଗୀତିକାର : ଅଲେଖ ବିଶ୍ୱାଳ ସଂଗୀତ ନିର୍ଦ୍ଦେଶକ : ରାଧାକାନ୍ତ ନନ୍ଦ ଏ ଘଟଗାଁ ଯିବୁ ଦିନ ଗଣୁଥା ଲଳିତା ଲବଙ୍ଗଲତା ଏ ଘଟଗାଁ ଯିବୁ ଦିନ ଗଣୁଥା ଲଳିତା ଲବଙ୍ଗଲତା ପଣା ସଂକରାନ୍ତି ପାଖେଇ ଆସୁଛି ପଣା ସଂକରାନ୍ତି ପାଖେଇ ଆସୁଛି ମାଟି ଘୋଡ଼ା କିଣି ରଖିଥା ଆଲୋ ଲଳିତା ଲବଙ୍ଗଲତା ଆଲୋ ଲଳିତା ଲବଙ୍ଗଲତା ଏ ଘଟଗାଁ ଯିବୁ ଦିନ ଗଣୁଥା ଲଳିତା ଲବଙ୍ଗଲତା ଆଲୋ ଲଳିତା ଲବଙ୍ଗଲତା ॥ ସାଇତିଥିବୁ ଲୋ ନାଲି ସିନ୍ଦୂର ବାଡ଼ିରୁ ତୋଳିବୁ ନାଲି ମନ୍ଦାର ସାଇତିଥିବୁ ଲୋ ନାଲି ସିନ୍ଦୂର ବାଡ଼ିରୁ ତୋଳିବୁ ନାଲି ମନ୍ଦାର ଝୁମ୍ପୁରୁ ଝୁମ୍ପା ବଉଳ ଚମ୍ପା ମାଳତୀ ମଲ୍ଲି ଯୁଇ ଗୁନ୍ଥିବୁ ବସି ଗଜରା ହାର ମା ତାରିଣୀ ପାଇଁ ସବୁଠୁ ବଢ଼ିଆ ମା'କୁ ନଡ଼ିଆ ସବୁଠୁ ବଢ଼ିଆ ମା'କୁ ନଡ଼ିଆ ଯେତେ ଇଛା ସେତେ ରଖିଥା ଆଲୋ ଲଳିତା ଲବଙ୍ଗଲତା ଆଲୋ ଲଳିତା ଲବଙ୍ଗଲତା ଏ ଘଟଗାଁ ଯିବୁ ଦିନ ଗଣୁଥା ଲଳିତା ଲବଙ୍ଗଲତା ଆଲୋ ଲଳିତା ଲବଙ୍ଗଲତା ॥୧॥ ତାରିଣୀ ନାଁକୁ ତୁଣ୍ଡେ ଧରିଥା ଆପଣା ଘରେ ତୁ ପୂଜା କରୁଥା ତାରିଣୀ ନାଁକୁ ତୁଣ୍ଡେ ଧରିଥା ଆପଣା ଘରେ ତୁ ପୂଜା କରୁଥା ତାରିଣୀ ପରି କରୁଣାମୟୀ ନାହିଁ ଲୋ କେହି ନାହିଁ ଦୁରରେ ଥାଇ ଡ଼ାକିଲେ କେହି ଶୁଣେ ସେ କାନ ଦେଇ ଘଟଗାଁ ପୀଠରେ ମା'କୁ ପୂଜିଲେ ଘଟଗା...
ଗତ ସପ୍ତାହର "ଦି ସ୍ମରଣିକା" ପାଠକଙ୍କ ଆଦୃତ ଲେଖା ସମୂହ
== ଓଡ଼ିଆ == ଗୀତ : ଶ୍ରିତ କମଲା କୁଚ ମଣ୍ଡଲ ଭାଷା : ସଂସ୍କୃତ ପୋଥି / ପୁସ୍ତକ : ଗୀତ ଗୋବିନ୍ଦ କଣ୍ଠ : ନମିତା ଅଗ୍ରୱାଲ ଗୀତିକାର : ଶ୍ରୀ ଜୟଦେବ ଗୋସ୍ଵାମୀ ସଙ୍ଗୀତ ନିର୍ଦ୍ଦେଶକ : ରାଖାଲ ମହାନ୍ତି ମସିହା : ୨୦୦୬ ଶ୍ରିତ-କମଲା-କୁଚ-ମଣ୍ଡଲ, ଧୃତ-କୁଣ୍ଡଲ କଲିତ-ଲଲିତ-ବନମାଲ, ଜୟ ଜୟ ଦେବ ହରେ ॥୧॥ ଦିନମଣି-ମଣ୍ଡଲ-ମଣ୍ଡନ, ଭବ-ଖଣ୍ଡନ ମୁନିଜନ-ମାନସ-ହଂସ, ଜୟ ଜୟ ଦେବ ହରେ ॥୨॥ କାଲିୟ-ବିଷଧର-ଗଞ୍ଜନ, ଜନ-ରଞ୍ଜନ ୟଦୁକୁଲ-ନଲିନ-ଦିନେଶ, ଜୟ ଜୟ ଦେବ ହରେ ॥୩॥ ମଧୁ-ମୁର-ନରକ-ବିନାଶନ, ଗରୁଡ଼ାସନ ସୁରକୁଲ-କେଲି-ନିଦାନ, ଜୟ ଜୟ ଦେବ ହରେ ॥୪॥ ଅମଲ-କମଲ-ଦଲ-ଲୋଚନ, ଭବ-ମୋଚନ ତ୍ରିଭୁବନ-ଭବନ-ନିଧାନ, ଜୟ ଜୟ ଦେବ ହରେ ॥୫॥ ଜନକ-ସୁତାକୃତ-ଭୂଷଣ, ଜିତ-ଦୂଷଣ ସମର-ଶମିତ-ଦଶକଣ୍ଠ, ଜୟ ଜୟ ଦେବ ହରେ ॥୬॥ ଅଭିନବ-ଜଲଧର-ସୁନ୍ଦର, ଧୃତ-ମନ୍ଦର ଶ୍ରୀମୁଖ-ଚନ୍ଦ୍ର-ଚକୋର, ଜୟ ଜୟ ଦେବ ହରେ ॥୭॥ ତବ ଚରଣେ ପ୍ରଣତାବୟମ୍, ଇତି ଭାବୟ କୁରୁ କୁଶଲଂ ପ୍ରଣତେଷୁ, ଜୟ ଜୟ ଦେବ ହରେ ॥୮॥ ଶ୍ରୀ-ଜୟଦେବ-କବେରିଦଂ, କୁରୁତେ ମୁଦମ୍ ମଙ୍ଗଳମ୍-ଉଜ୍ଜ୍ୱଳ-ଗୀତଂ, ଜୟ ଜୟ ଦେବ ହରେ ॥୯॥ ଇତି ଶ୍ରୀ ଜୟଦେବ ବିରଚିତଂ ମଙ୍ଗଲଗୀତଂ ସମ୍ପୂର୍ଣ୍ଣମ୍ ॥ Note on usage of filler words hey (है), E (ए), Hari (हरि) etc: Numerous artists around the w...
ଆହେ ନୀଳ ଶଇଳ ପ୍ରବଳ ମତ୍ତ ବାରଣ - Aahe nila saila prabala matta barana Lyrics
== ଓଡ଼ିଆ == ଭଜନ : ଆହେ ନୀଳ ଶଇଳ ପ୍ରବଳ ମତ୍ତ ଭାଷା : ଓଡ଼ିଆ କଣ୍ଠ : ଭିକାରି ବଳ ଗୀତିକାର : ସାଲବେଗ ସଂଗୀତ ନିର୍ଦ୍ଦେଶକ : ଶ୍ରୀ ଭୁବନ ମସିହା : ୧୯୮୨ ଆହେ ନୀଳ ଶଇଳ ପ୍ରବଳ ମତ୍ତ ବାରଣ ମୋ ଆରତ ନଳିନୀବନ କୁ କର ଦଳନ ଆହେ ନୀଳ ଶଇଳ ॥ ଆହେ ନୀଳ ଶଇଳ ପ୍ରବଳ ମତ୍ତ ବାରଣ ମୋ ଆରତ ନଳିନୀବନ କୁ କର ଦଳନ ଆହେ ନୀଳ ଶଇଳ ॥ ଗଜରାଜ ଚିନ୍ତା କଲା ଥାଇ ଘୋର ଜଳେଣ ଚକ୍ର ପେଷି ନକ୍ର ନାଶି ଉଦ୍ଧାରିଲ ଆପଣ ଆହେ ନୀଳ ଶଇଳ ॥ ଘୋରବନେ ମୃଗୁଣୀକି ପଡ଼ିଥିଲା କଷଣ କେଡ଼େ ବଡ଼ ବିପତ୍ତିରୁ ରକ୍ଷାକଲ ଆପଣ ଆହେ ନୀଳ ଶଇଳ ॥ କୁରୁସଭା ତଳେ ଶୁଣି ଦ୍ରୌପଦୀର ଜଣାଣ କୋଟି ବସ୍ତ୍ର ଦେଇ ହେଳେ ଲଜ୍ଜା କଲ ବାରଣ ଆହେ ନୀଳ ଶଇଳ ॥ ରାବଣର ଭାଇ ବିଭୀଷଣ ଗଲା ଶରଣ ଶରଣ ସମ୍ଭାଳି ତାଙ୍କୁ ଲଙ୍କେ କଲ ରାଜନ ॥ ଆହେ ନୀଳ ଶଇଳ ॥ ପ୍ରହଲ୍ଲାଦ ପିତା ସେ ଯେ ବଡ଼ ଦୁଷ୍ଟ ଦାରୁଣ ସ୍ତମ୍ଭରୁ ବାହାରି ତାକୁ ବିଦାରିଲ ତକ୍ଷଣ ॥ ଆହେ ନୀଳ ଶଇଳ ॥ କହେ ସାଲବେଗ ହୀନ ଜାତିରେ ମୁଁ ଯବନ ଶ୍ରୀରଙ୍ଗା ଚରଣ ତଳେ କରୁଅଛି ଜଣାଣ ଆହେ ନୀଳ ଶଇଳ ॥ ଆହେ ନୀଳ ଶଇଳ, ପ୍ରବଳ ମତ୍ତ ବାରଣ ମୋ ଆରତ ନଳିନୀ ବନ କୁ କର ଦଳନ ଆହେ ନୀଳ ଶଇଳ ॥ ...
ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି - Sathie Pauti Bhogaru Tumara Kadhita Neini Hari Lyrics
== ଓଡ଼ିଆ == ଭଜନ : ଷାଠିଏ ପଉଟି ଭୋଗରୁ ତୁମର ଭାଷା : ଓଡ଼ିଆ ଆଲବମ : ଭଜନ ଶରଧା କଣ୍ଠ : ଭିକା ରି ବଳ ଗୀତିକାର : ରାଧାନାଥ ଦାସ ସଂଗୀତ ନିର୍ଦ୍ଦେଶକ : ବାଳକୃଷ୍ଣ ଦାସ ମସିହା : ୧୯୮୯ ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି କୁହ ତେବେ କେଉଁ ଅପରାଧେ ମୋତେ କୁହ ତେବେ କେଉଁ ଅପରାଧେ ମୋତେ କଲ ଦାଣ୍ଡର ଭିକାରି କଲ ଦାଣ୍ଡର ଭିକାରି ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି କୁହ ତେବେ କେଉଁ ଅପରାଧେ ମୋତେ କୁହ ତେବେ କେଉଁ ଅପରାଧେ ମୋତେ କଲ ଦାଣ୍ଡର ଭିକାରି କଲ ଦାଣ୍ଡର ଭିକାରି ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି ॥ ଭିକାରି କରିବା ଯେବେ ତୁମ ଇଚ୍ଛା ଭିକାରି କରିବା ଯେବେ ତୁମ ଇଚ୍ଛା ନାହିଁ ମୋ ମନରେ ଦୁଃଖ ସିଂହଦ୍ଵାର ବିନା ଆନ ଦୁଆରକୁ ସିଂହଦ୍ଵାର ବିନା ଆନ ଦୁଆରକୁ ମୁଁ ମାଗି ଯିବି ନାହିଁ ଭିକ ଆହେ ଇଚ୍ଛାମୟ ଇଚ୍ଛାରେ ତୁମରି ଆହେ ଇଚ୍ଛାମୟ ଇଚ୍ଛାରେ ତୁମରି ଦିଅ ମୋର ଥାଳ ଭରି କଲ ଦାଣ୍ଡର ଭିକାରି କଲ ଦାଣ୍ଡର ଭିକାରି ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି ॥୧॥ ଜାଣିଶୁଣି ଯେବେ ଚେଇଁ ଶୋଇଥିବ ପ୍ରଭୁହେ..ପ୍ରଭୁ.. ... ଜାଣିଶୁଣି ଯେବେ ଚେଇଁ ଶୋଇଥିବ ମୁଁ କହିବି କାହାକୁ ଆଉ ଆଉ କାହା ପାଶେ ପତାଇବି ହାତ ତୁମେ ପ୍ରଭୁ ଥାଉ ଥାଉ ଖାଲି ହାତେ ପଛେ ଫେରିଯିବି ପ୍ରଭୁ ଖାଲି ହାତେ...
ତୋ ଆଗରେ କିଛି ଧୂପ ମୋ ଆଗରେ କିଛି ଧୂପ - To Aagare Kichhi Dhupa Mo Aagare Kichhi Dhupa Lyrics
== ଓଡ଼ିଆ == ଭଜନ : ତୋ ଆଗରେ କିଛି ଧୂପ ମୋ ଆଗରେ କିଛି ଧୂପ ଭାଷା : ଓଡ଼ିଆ ଆଲବମ : ମୟୂର ଚନ୍ଦ୍ରିକା କଣ୍ଠ : ସୋନୁ ନିଗମ ଗୀତିକାର : ଶ୍ରୀକାନ୍ତ ଗୌତମ ସଂଗୀତ ନିର୍ଦ୍ଦେଶକ : ସରୋଜ ନନ୍ଦ ଲେବେଲ : ଟି ସିରିଜ୍ ମସିହା : ୧୯୯୪ ତୋ ଆଗରେ କିଛି ଧୂପ, ମୋ ଆଗରେ କିଛି ଧୂପ ତୋ ଦେହରେ କିଛି ଫୁଲ, ମୋ ଦେହରେ କିଛି ଫୁଲ ତୋ ପାଇଁ ଦୀପ ଟିଏ, ମୋ ପାଇଁ ଦୀପ ଟିଏ ତୋ ବେକରେ ମାଳ ଟିଏ, ମୋ ବେକରେ ମାଳ ଟିଏ ତୁ ବଡ଼ ଦାଣ୍ଡେ ଯିବୁ, ମୁଁ ବଡ଼ ଦାଣ୍ଡେ ଯିବୁ ତତେ ଟାଣି ଟାଣି ନେବେ, ମୋତେ ବୋହି ବୋହି ନେବେ ନନ୍ଦିଘୋଷରେ ତୁ ଯିବୁ, ମୁଁ ଯେ କୋକେଇରେ ଯିବି ଶ୍ରୀଗୁଣ୍ଡିଚାକୁ ତୁ ଯିବୁ, ମୁଁ ଯେ ସ୍ଵର୍ଗଦ୍ଵାର ଯିବି ନନ୍ଦିଘୋଷରେ ତୁ ଯିବୁ, ମୁଁ ଯେ କୋକେଇରେ ଯିବି ଶ୍ରୀଗୁଣ୍ଡିଚାକୁ ତୁ ଯିବୁ, ମୁଁ ଯେ ସ୍ଵର୍ଗଦ୍ଵାର ଯିବି କାଳିଆ...ରେ କାଳିଆ...କାଳିଆ... ॥୧॥ ତୋ ଆଗେ ହରିବୋଲ, ମୋ ଆଗେ ରାମ ନାମ ତୋ ଦେହେ ପାଟ ଲୁଗା, ମୋ ଦେହେ ଧଳା ଲୁଗା ତୋ ଆଗେ ହରିବୋଲ, ମୋ ଆଗେ ରାମ ନାମ ତୋ ଦେହେ ପାଟ ଲୁଗା, ମୋ ଦେହେ ଧଳା ଲୁଗା ତୋ ମଥାରେ ସିନ୍ଦୁର, ମୋ ମଥାରେ ଅଭିର ତୁ ବସି ବସି ଯିବୁ, ମୁଁ ଶୋଇ ଶୋଇ ଯିବି ତୁ ହାତେ ହାତେ ଯିବୁ, ମୁଁ କାନ୍ଧେ କାନ୍ଧେ ଯିବି ତୁ ଆଖି ମେଲି ଥିବୁ, ମୁଁ ଆଖି ବୁଜିଥିବି ତୁ ସଭିଙ୍କୁ ଦେଖୁଥିବୁ, ମୁଁ ଦେଖି ନପାରିବି ନନ୍ଦିଘୋଷରେ ତୁ ଯିବୁ, ମୁ...
କୋଠ ଭୋଗ ଖିଆ ମୋ ଚକା ଆଖିଆ - Kotha Bhoga Khia Mo Chaka Akhia Lyrics
== ଓଡ଼ିଆ == ଭଜନ : କୋଠ ଭୋଗ ଖିଆ ମୋ ଚକା ଆଖିଆ ଭାଷା : ଓଡ଼ିଆ ଆଲବମ : ଭକ୍ତି ପୁଷ୍ପାଞ୍ଜଳି କଣ୍ଠ : ଭିକା ରି ବଳ ଗୀତିକାର : ଖିରୋଦ ଚନ୍ଦ୍ର ପୋଥାଳ ସଂଗୀତ ନିର୍ଦ୍ଦେଶକ : ବାଳକୃଷ୍ଣ ଦାସ, ଭିକାରି ବଳ ମସିହା : ୧୯୭୯ କୋଠ ଭୋଗ ଖିଆ.. କୋଠ ଭୋଗ ଖିଆ ମୋ ଚକା ଆଖିଆ କୋଠ ଭୋଗ ଖିଆ ମୋ ଚକା ଆଖିଆ ଉଠ ହେ ପହଡ଼ ଭାଙ୍ଗି ଉଠ ହେ ପହଡ଼ ଭାଙ୍ଗି ପଣ୍ଡା ପଢ଼ିହାରୀ କରନ୍ତି ଗୁହାରି ହେବାକୁ ଚନ୍ଦନ ଲାଗି ହେବାକୁ ଚନ୍ଦନ ଲାଗି କୋଠ ଭୋଗ ଖିଆ.. ॥ ତୁଳସୀର ମାଳ ଦୟଣାର ଚୂଳ ଉଭା ଘେନି ଦେବଦାସୀ ଉଭା ଘେନି ଦେବଦାସୀ ବଡ଼ ସିଂହାରକୁ ବୁଢ଼ା ସିଂହାରୀ ଯେ ଉଭା ହୋଇଲେଣି ଆସି ମଣିମା ମଣିମା ଡାକ ପଡ଼ୁଅଛି ମଣିମା ମଣିମା ଡାକ ପଡ଼ୁଅଛି ଛାମୁ ଦରଶନ ଲାଗି ହେବାକୁ ଚନ୍ଦନ ଲାଗି କୋଠ ଭୋଗ ଖିଆ.. ॥୧॥ ନିଦା ପଥର ହେ ନିଦେ କେ ଶୋଇଲ ଷାଠିଏ ପଉଟି ଖାଇ ଷାଠିଏ ପଉଟି ଖାଇ ଅନାଥ ଜନଙ୍କ ଡାକ ନ ଶୁଣୁଛ ଅନାଥ ଜନଙ୍କ ଡାକ ନ ଶୁଣୁଛ ଜଗତର ନାଥ ହୋଇ ଆରତି ବେଳ ଯେ ଗଡ଼ି ଯାଉଅଛି ଉଠ ହେ ଛପନଭୋଗୀ ହେବାକୁ ଚନ୍ଦନ ଲାଗି କୋଠ ଭୋଗ ଖିଆ.. ॥୨॥ ପତିତପାବନ ବାନା ଉଡ଼ାଉଛ ପତିତ ଉଦ୍ଧାର ପାଇଁ ପତିତ ଉଦ୍ଧାର ପାଇଁ ପତିତପାବନ ବାନା ଉଡ଼ାଉଛ ପତିତ ଉଦ୍ଧାର ପାଇଁ ପତିତ ଉଦ୍ଧାର ପାଇଁ ମୁଁ ଜଣେ ପତିତ କାନ୍ଦି କାନ୍ଦି ମରେ ମୁଁ ଜଣେ ପତିତ କାନ୍ଦି କାନ୍ଦି ମରେ ମୋ ଡାକ କି ଶୁଭୁନାହିଁ ଏଡ଼େ ବଡ଼ ପଣ ବହିଅଛ ପ୍ରଭୁ କୁହ ତେବେ କାହା ଲାଗି ହେ...